ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରିଲିଫ୍‌ କମିଶନର୍‌ଙ୍କ ସୂଚନା, ସନ୍ଧ୍ୟା ୬ଟାରୁ ଆରମ୍ଭ ହେବ ଗୁଲାବ୍‌ର ଲ୍ୟାଣ୍ଡ୍‌ଫଲ

26/09/2021 at 5:59 PM

ଭୁବନେଶ୍ୱର, ୨୬/୦୯: ବଙ୍ଗୋପସାଗର ଉପକୂଳକୁ ସାମୁଦ୍ରିକ ଝଡ଼ ଗୁଲାବ ମାଡ଼ି ଆସୁଛି । ଏହି ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ସନ୍ଧ୍ୟା ୬ଟା ଆରମ୍ଭ ହେବ । ଲ୍ୟାଣ୍ଡ୍‌ଫଲ୍‌କୁ ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ସନ୍ଧ୍ୟା ୫ଟା ସୁଦ୍ଧା ଏହା ଗୋପାଳପୁରଠାରୁ ୯୫ କିମି ଦୂରରେ ରହିଥିବା ଜଣାପଡ଼ିଛି । ଗୁଲାବ ଆନ୍ଧ୍ର କଳିଙ୍ଗପଟ୍ଟନମ୍‌ ଠାରୁ ୮୫ କିମି ଦୂରରେ ରହିଛି । ବିଗତ ୩ ଘଣ୍ଟାରେ ଏହାର ବେଗ ୨୫ କିମି ରହିଛି । ମଧ୍ୟରାତ୍ର ସୁଦ୍ଧା ଏହା ଗୋପାଳପୁର ଓ କଳିଙ୍ଗପାଟ୍ଟନମ୍‌ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ । ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୭୫ରୁ ୮୫ କିମି ରହିବ ବୋଲି ଜଣାପଡ଼ିଛି ।

   Related Posts