ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଶୁଣାଣି, ଦୁଇଜଣିଆ ଖଣ୍ଡପୀଠ କରିବେ ଶୁଣାଣି

2/06/2022 at 8:13 AM

ନୂଆଦିଲ୍ଲୀ ୦୨/୦୬: ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ । ୨ ଜଣିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି । ସୁମନ୍ତ କୁମାର ଘଡ଼େଇଙ୍କ ଆବେଦନର ଶୁଣାଣି କରିବେ ଜଷ୍ଟିସ ବି.ଆର.ଗାଭାଇ ଓ ଜଷ୍ଟିସ ହେମା କୋହଲିଙ୍କ ଖଣ୍ଡପୀଠ । ଗତ ମେ` ମାସ ୯ ତାରିଖରେ ମାମଲାର ଶୁଣାଣି କରିଥିଲେ ଓଡ଼ିଶା ହାଇକୋର୍ଟ ।

ତେବେ ଶ୍ରୀମନ୍ଦିର ଚାରି ପାଖରେ ଚାଲିଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବା ପାଇଁ ହାଇକୋର୍ଟ କୌଣସି ସ୍ଥଗିତାଦେଶ ଦେଇନଥିବାରୁ ଏହା ବିରୋଧରେ ସୁପ୍ରିମ କୋର୍ଟରେ ସୁମନ୍ତ କୁମାର ଘଡ଼େଇ ସମେତ ପୃଥକ ଭାବେ ୩ଟି ସ୍ବତନ୍ତ୍ର ଲିଭ୍ ପିଟିସନ ଦାଖଲ ହୋଇଥିଲା । ଯାହାର ଶୁଣାଣି ଆଜି କରିବେ ସୁପ୍ରିମ କୋର୍ଟ । ତେବେ ରାଜ୍ୟ ସରକାର ମେ’ ୧୩ ତାରିଖରେ ସୁପ୍ରିମ କୋର୍ଟ ଏହି ମାମଲାରେ କ୍ୟାଭେଟ୍ ଫାଇଲ୍ କରିଥିଲେ ।

   Related Posts