ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଶ୍ରୀଜଗନ୍ନାଥ ମନ୍ଦିର ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ତଦନ୍ତ ଜାରି

2/10/2021 at 11:02 PM

ପୁରୀ, ୦୨/୧୦: ଶ୍ରୀଜଗନ୍ନାଥ ମନ୍ଦିର ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ପୁରୀ ସଦର ହୁଳୁହୁଳିଆ ପୋଲ ନିକଟ ରେଳଧାରଣା ପାର୍ଶ୍ୱରୁ ମୃତଦେହ ଉଦ୍ଧାର କରାଯାଇଛି ।ଏହା ହତ୍ୟା କି ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ।ମୃତକ ହେଉଛନ୍ତି ପ୍ରଶାନ୍ତ କୁମାର ସାହୁ । ଏନେଇ ସିଟି ଡ଼ିଏସପି ଓ କୁମ୍ଭାରପଡ଼ା ଥାନା ଆଇଆଇସି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି ।

   Related Posts