oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଦିଗପହଣ୍ଡି ବସଷ୍ଟାଣ୍ଡରେ ମିଶନ ଶକ୍ତିର କାଫେ ଷ୍ଟଲ୍ : ହାତ ତିଆରି ସାମଗ୍ରୀ ବିକ୍ରି କରିପାରିବେ ସ୍ୱଂୟ ସହାୟକ ଗୋଷ୍ଠୀ

24/12/2021 at 6:09 PM

ସାନଖେମୁଣ୍ଡି, ୨୪/୧୨: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ମିଶନ ଶକ୍ତି ପକ୍ଷରୁ କାଫେ ଷ୍ଟଲ ଉଦଘାଟିତ । ଏହାକୁ ଉଦଘାଟନ କରିଛନ୍ତି ଗଞ୍ଜାମ ଜ଼ିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ l 

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବା ସହ ଆର୍ଥିକ ସହାୟତା ପ୍ରଦାନ କରିଆସୁଛନ୍ତି l ଦିଗପହଣ୍ଡି ଏନଏସିରେ ୧୧୩ଟି ଗ୍ରୁପ ଗଠନ କରାଯାଇଥିବା ବେଳେ  ଏକ ହଜାର ପଚିଶି ଜଣ ମହିଳା ସଦସ୍ୟ ରହିଛନ୍ତି l ମା ‘ ବାଙ୍କେଶ୍ୱରୀ ଗ୍ରୁପ ଏସହେଚଜିକୁ ଏହି କାଫେ ପରିଚାଳନା କରିବା ପାଇଁ ଦାୟିତ୍ୱ ଦିଆଯାଇଛି।

ଏଥିରେ ପନ୍ଦର ଗୋଟି ଗ୍ରୁପର ସଦସ୍ୟ ମାନେ ସେମାନଙ୍କ ହାତ ତିଆରି ସାମଗ୍ରୀ ତିଆରି କରି ବିକ୍ରି କରିପାରିବେ । ଏହା ଦ୍ୱାରା ମହିଳା ମାନେ ଆର୍ଥିକ ସହାୟତା ପାଇ ପାରିବେ । ଏହି ପ୍ରକାର ଦାୟିତ୍ୱ ପ୍ରଦାନ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ମହିଳାମାନେ କୃତଜ୍ଞତା ଜଣାଯାଇଛି ।

   Related Posts