ଭୁବନେଶ୍ୱର: ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା। ଷ୍ଟାର ପ୍ରଚାରକ ତାଲିକାରେ ୪୦ ଜଣଙ୍କ ନାଁ ରହିଛି। ତାଲିକାରେ ଅଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ। ସେହିପରି କଂଗ୍ରେସରୁ ଆସି ବିଜେଡିରେ ଯୋଗ ଦେଇଥିବା ଚିରଞ୍ଜିବ ବିଶ୍ୱାଳଙ୍କୁ ମଧ୍ୟ ଷ୍ଟାର ପ୍ରଚାରକ ହୋଇଛନ୍ତି।
ସେହିପରି ଶ୍ରୀମୟୀ ମିଶ୍ର, ସୁଲତା ଦେଓ, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ଦେବୀ ମିଶ୍ର ମଧ୍ୟ ଅଛନ୍ତି।