ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ପ୍ରସ୍ତାବ ଉପରେ ବାଜିପାରେ ମୋହର

Published By : Prameya-News7 Bureau | August 25, 2025 IST

ଭୁବନେଶ୍ୱର ୨୫।୦୮ : ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସୋମବାର ଦିନ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଯେଉଁଥିରେ ଅନେକ ପ୍ରସ୍ତାବ ଉପରେ ଲାଗିପାରେ ମୋହର । 

ଖବର ଅନୁଯାୟୀ, ସୋମବାର ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ। ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.