News7 Logo

ରାଜ୍ୟ କ୍ୟାବିନେଟ୍‌ର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ, ୫ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

NEWS7
cabinet

ଭୁବନେଶ୍ୱର ୧୦।୦୯ : ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ଖବର ଅନୁଯାୟୀ, ବୁଧବାର ସଂଧ୍ୟା ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ୫ରୁ ଅଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର । ତେବେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କୌଣସି ସୂଚନା ମିଳିନାହିଁ । ​​​​​​​