ଭୁବନେଶ୍ୱର ୨୧।୦୪ : ବୁଧବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ବସିବ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସଚିବ ପ୍ରମୁଖ ଉପସ୍ଥିତ ରହିବେ । ତେବେ ସୋମବାର ବସିବାକୁ ଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ । ତେବେ କେଉଁ ପ୍ରସ୍ତାବ ରହିଛି । ଯେଉଁଥିରେ କ୍ୟାବିନେଟ୍ ମୋହର ଲାଗିବ । ସନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।