Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ଭିଏଲସି ମିଡିଆ ପ୍ଲେୟାର ବ୍ୟାନ୍, ଓ୍ୱେବସାଇଟରେ ଆସୁଛି ଆଇଟି ଆକ୍ଟ ମେସେଜ୍
  • ||
  • ୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ
  • ||
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ ଉଦଘାଟନ କଲେ ରାଜ୍ୟ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

7/07/2022 at 6:17 PM

ଭଞ୍ଜନଗର ୦୭/୦୭ : ଗଞ୍ଜାମ ଜିଲ୍ଲା ସୋରଡ଼ାରେ ପହଞ୍ଚି ଆଜି ମନ୍ତ୍ରୀ ପ୍ରଫୁଲ ମଲ୍ଲିକ, ପ୍ରଦୀପ ଅମାତ ଏବଂ ଉପ ବାଚସ୍ପତି ରଜନୀକାନ୍ତ ସିଂ ସ୍ମାର୍ଟ ରୋଡ଼, ସୌନ୍ଦର୍ଯ୍ୟ ଓ ଆଲୋକୀକରଣ ବ୍ୟବସ୍ଥାର ଉଦଘାଟନ କରିଛନ୍ତିl ସ୍ଥାନୀୟ ଓଁ ଶାନ୍ତି ଛକ ପାଖରେ ସ୍ଥାନୀୟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ଆସିକା ସାଂସଦ ପ୍ରମିଳା ବିଷୋୟୀ ତାଙ୍କ ସମର୍ଥକଙ୍କୁ ନେଇ ଅତିଥିମାନଙ୍କୁ ସ୍ୱାଗତ କରିଥିଲେl ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ସୋରଡ଼ା ବନବିଭାଗ ପକ୍ଷରୁ ସ୍ୱତନ୍ତ୍ର ସ୍ୱାଗତ କରିବା ସହିତ ପରିଶେଷରେ ସ୍ଥାନୀୟ ବନବିଭାଗର ଡାକ ବଙ୍ଗଳା ପାଖରେ ଚାରା ବଣ୍ଟନ କେନ୍ଦ୍ରର ମଧ୍ୟ ଉଦଘାଟନ କରିଥିଲେl

   Related Posts