AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ:୨୪ ଘଣ୍ଟାରେ ଦୁଇ ଦୁଇ ଥର ଚଢାଉ, ଦେଢ଼ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||
  • ଝାରସୁଗୁଡା: ନବଦାସ ହତ୍ୟା ଘଟଣା, ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ
  • ||
  • ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !

3/12/2020 at 12:22 PM

କନ୍ଧମାଳ ୩।୧୨: ଝିଅର ଗାଲ କାଟିଦେଲା ସାବତ ମା’ । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ବଡଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପାରିବାରକ କଳହକୁ ନେଇ ରାଗରେ ୪ ବର୍ଷ ଝିଅର ଗାଲ ସାବତ ମା’ କାଟି ଦେଇଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ଚାଇଲ୍ଡ ଲାଇନ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଏନେଇ ବାଲିଗୁଡା ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାପଡିଛି ।

   Related Posts