oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଟ୍ରାକ୍ଟର ଧକ୍କାରେ ଆଇଟିଆଇ ଛାତ୍ରୀ ମୃତ

3/07/2019 at 4:04 PM

ଖଲ୍ଲିକୋଟ ୩|୭:  ଟ୍ରାକ୍ଟର ଧକ୍କାରେ ଆଇଟିଆଇ ଛାତ୍ରୀ ମୃତ । ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଚିକଲଖଣ୍ଡି ଝରପୋଖରୀ ରାସ୍ତାରେ ଘଟିଛି ଦୁର୍ଘଟଣା । ମୃତ ଛାତ୍ରୀ ହେଉଛନ୍ତି ଶୁଭଶ୍ରୀ ଦାସ । ସେ ଆଇଟିଆଇକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଛତ୍ରପୁର ପୋଲିସ ପହଞ୍ଚି ଶବ ଜବତ କରିଛି । ଟ୍ରାକ୍ଟର ଜବତ ହୋଇଥିବା ବେଳେ ଚାଳକ ଫେରାର ହୋଇଯାଇଛି ।

   Related Posts