Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଖୋର୍ଦ୍ଧା : ଟ୍ରକକୁ ପଛରୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଧର୍ମଗଡ଼ : ବନୀକରଣ ନାଁରେ ଦୁର୍ନୀତି, ଜେଲ୍‌ ଗଲେ ଦୁଇ ପୂର୍ବତନ ବନ ଅଧିକାରୀ
  • ||
  • ମୁମ୍ବାଇ : କିରଣ ଖେର୍‌ କୋଭିଡ଼ ପଜିଟିଭ୍‌, ଟ୍ୱିଟ୍‌ ଜରିଆରେ ଲୋକଙ୍କୁ କଲେ ଖାସ୍‌ ଅପିଲ୍‌
  • ||
  • ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବର୍ଷା କମିବ, ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବ
  • ||

ଗଛରେ ଚଢିଥିବା ବେଳେ ଲାଗିଲା ବିଦ୍ୟୁତ ଝଟ୍‌କା, ଛାତ୍ର ଗୁରୁତର

13/03/2023 at 5:57 PM

ମୁନିଗୁଡା ୧୩।୩: ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ସଉରା ପ୍ରଧାନିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ର ବିଦ୍ୟୁତ ଆଘାତରେ ଗୁରୁତର ହୋଇଛନ୍ତି । ଗୁରୁତର ଛାତ୍ର ସପ୍ତମ ଶ୍ରେଣୀର ଚନ୍ଦ୍ରୟା ଶବର । ଛାତ୍ର ଜଣଙ୍କ ବିଦ୍ୟାଳୟ ନିକଟରେ ଥିବା ଏକ ଗଛରେ ଚଢି କୋଳି ତୋଳିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ବିଦ୍ୟୁତ ଆଘାତ ପରେ ଛାତ୍ର ଜଣଙ୍କ ଝୁଲିକି ରହିଥିଲେ । କିଛି ସ୍ଥାନୀୟ ଲୋକ ଦେଖି ଛାତ୍ରକୁ ଉଦ୍ଧାର କରି ଗୁଣପୁର ଉପଖଣ୍ଡ ମେଡିକାଲକୁ ଚିକିତ୍ସା ନିମନ୍ତେ ଆଣିଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts