ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ନିଜକୁ ନିଜେ ଜାଳିଦେଲେ ନାବାଳକ ! ସ୍କୁଲ ଯିବା ପାଇଁ ବାପା କରିଥିଲେ ଆକଟ

11/10/2022 at 2:59 PM

ଯାଜପୁର ୧୧।୧୦ : ନିଜକୁ ଜାଳିଦେଲା ନାବାଳକ । ଯାଜପୁର ଜିଲ୍ଲା ଟମକା ଥାନା ସମରପିଟା ଗାଁରୁ ଆସିଛି ଏପରି ଏକ ଘଟଣା । ଗୁରୁତର ଅବସ୍ଥାରେ ନାବାଳକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ନାବାଳକ ଜଣଙ୍କ ସ୍କୁଲ ନଯିବାକୁ ଜିଦ୍‌ କରିଥିଲେ । ବାପା ଆକାଟ କରିବାରୁ ନାବାଳକ ଜଣଙ୍କ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଯାହାଫଳରେ ତାଙ୍କୁ ଗୁରୁତର ଭାବେ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।  

   Related Posts