scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ସମ୍ବଲପୁର ବିଶ୍ବବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା ପରେ ହଷ୍ଟେଲ ଛାଡିଲେ ଛାତ୍ରଛାତ୍ରୀ

4/10/2018 at 4:53 PM

ସମ୍ବଲପୁର ୪|୧୦: ସମ୍ବଲପୁର ବିଶ୍ବବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରାଯିବା ପରେ ଛାତ୍ରଛାତ୍ରୀମାନେ ହଷ୍ଟେଲ ଖାଲି କରି ଦେଇଛନ୍ତି । ବିଶ୍ବବିଦ୍ୟାଳୟ ନିର୍ବାଚନ ବାତିଲ ହେବା ପରଠାରୁ କ୍ୟାମ୍ପସରେ ଉତ୍ତେଜନା ଲାଗି ରହିଥିଲା । ବିଭିନ୍ନ କାରଣରୁ ଚାପା ଉତ୍ତେଜନା ଥିବାରୁ କ୍ୟାମ୍ପସରେ ଆଇନ ଶୃଙ୍ଖଳା ବିଗିଡିବା ଆଶଙ୍କା ରହିଥିଲା । ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ବବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ।

   Related Posts