ସମ୍ବଲପୁର ବିଶ୍ବବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା ପରେ ହଷ୍ଟେଲ ଛାଡିଲେ ଛାତ୍ରଛାତ୍ରୀ
4/10/2018 at 4:53 PM

ସମ୍ବଲପୁର ୪|୧୦: ସମ୍ବଲପୁର ବିଶ୍ବବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରାଯିବା ପରେ ଛାତ୍ରଛାତ୍ରୀମାନେ ହଷ୍ଟେଲ ଖାଲି କରି ଦେଇଛନ୍ତି । ବିଶ୍ବବିଦ୍ୟାଳୟ ନିର୍ବାଚନ ବାତିଲ ହେବା ପରଠାରୁ କ୍ୟାମ୍ପସରେ ଉତ୍ତେଜନା ଲାଗି ରହିଥିଲା । ବିଭିନ୍ନ କାରଣରୁ ଚାପା ଉତ୍ତେଜନା ଥିବାରୁ କ୍ୟାମ୍ପସରେ ଆଇନ ଶୃଙ୍ଖଳା ବିଗିଡିବା ଆଶଙ୍କା ରହିଥିଲା । ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ବବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ।
Related Posts
ଗେଲପୁର ଛକରେ ଦୁର୍ଘଟଣା, ହାଇଓ୍ୱା ଧକ୍କାରେ ଚାଲିଗଲା ଜୀବନ
8 February 2023
ବରମୁଣ୍ଡା ବସ୍ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
8 February 2023
ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
8 February 2023
ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
8 February 2023