AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ରୋଷେଇ କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଛାତ୍ରୀଙ୍କ ମୃତ୍ୟୁ

20/02/2020 at 7:49 AM

କଳାହାଣ୍ଡି ୨୦।୨: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ ଜଣଙ୍କ ହେଲେ ମୁଖିଗୁଡା ଇନ୍ଦ୍ରାବତୀ ସେକ୍ଟର ୩ କୋଲନୀର ଯୁକ୍ତ ଦୁଇ ଛାତ୍ରୀ ନାଗେଶ୍ବରୀ ଜାନୀ । ରୋଷେଇ କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଥିବା ଅଭିଯୋଗ ହୋଇଛି । ଜୟପାଟଣା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts