oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ନୀଳଗିରି କଲେଜରୁ ସାଇନ-ଏ-ଡାଏ ଉଠାଇବା ଦାବିରେ ଛାତ୍ରଛାତ୍ରୀଙ୍କ ଧାରଣା

2/10/2018 at 9:57 AM

ବାଲେଶ୍ବର ୨|୧୦: ବାଲେଶ୍ବର ନୀଳଗିରି କଲେଜରେ ସାଇନ-ଏ-ଡାଏ ଘୋଷଣା ପରେ ନିର୍ବାଚନ ବାତିଲକୁ ନେଇ ଉତ୍ତେଜନା ଜାରି ରହିଛି ।ଏନଏସୟୁଆଇ  ଛାତ୍ର ସଂଗଠନର ଛାତ୍ରଛାତ୍ରୀମାନେ  ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି । କଲେଜରୁ ସାଇନ-ଏ-ଡାଏ  ଉଠାଇବା ନେଇ ଥାନାରେ ଅଭିଯୋଗ କରିବା ସହ ଧାରଣାରେ ବସିଛନ୍ତି । ଯେପର୍ଯ୍ୟନ୍ତ ଦାବି ପୂରଣ ନହୋଇଛି ଆନ୍ଦୋଳନ ଚାଲୁ ରହିବ ବୋଲି ଧାରଣାରେ ବସିଥିବା ଛାତ୍ରଛାତ୍ରୀ କହିଛନ୍ତି ।

   Related Posts