ଭୁବନେଶ୍ବର ୫।୬: OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ଶେଖର ବଡପଣ୍ଡା । OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବଡପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି । ଏ ନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗ୍ରୀଡ୍ କଣ୍ଟ୍ରୋଲର ଅଫ୍ ଇଣ୍ଡିଆର ନିର୍ଦ୍ଦେଶକ ଥିଲେ ସୁଧାଂଶୁ ବଡପଣ୍ଡା ।