oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ପାକିସ୍ତାନ: ମସଜିଦରେ ଆତ୍ମଘାତୀ ବିସ୍ଫୋରଣ, ୩୦ ମୃତ, ୫୦ରୁ ଅଧିକ ଆହତ

4/03/2022 at 3:45 PM

ପେଶାଓ୍ଵର ୦୪।୦୩: ପାକିସ୍ତାନର ପେଶାଓ୍ଵରରେ ଭୟଙ୍କର ବିସ୍ଫୋରଣ। ପେଶାଓ୍ଵରରେ ଏକ ମସଜିଦରେ ନମାଜ ପାଠ ସମୟରେ ଆତ୍ମଘାତୀ ବିସ୍ଫୋରଣରେ ୩୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ଲେଡି ରିଡିଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାରକାର୍ଯ୍ୟରେ ୧୫ ଆମ୍ବୁଲାନ୍ସ ନିୟୋଜିତ ଥିବା ସ୍ଥାନୀୟ ଅଧିକାରୀ କହିଛନ୍ତି।

ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ମସଜିଦରେ ନମାଜ ପାଠ ସମୟରେ ଏହି ବିସ୍ଫୋରଣ ଘଟିଛି। ମସଜିଦରେ ପ୍ରବଳ ଭିଡ ସମୟରେ ଜଣେ ବ୍ୟକ୍ତି ନିଜକୁ ଉଡାଇଛନ୍ତି। ବିସ୍ଫୋରଣ ପୂର୍ବରୁ ପ୍ରଥମେ ଗୁଳିର ଶବ୍ଦ ଶୁଣିବାକୁ ମିଳିଥିଲା।

ଏହି ଆତ୍ମଘାତୀ ବିସ୍ଫୋରଣ ପଛରେ କାହାର ହାତ ରହିଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ପୋଲିସ୍ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଚଳାଇଛନ୍ତି। ସ୍ଥାନୀୟ ଲୋକଙ୍କ ମତରେ ଏହି ଅଞ୍ଚଳରେ ଅନେକ ବଜାର ରହିଛି। ସାଧାରଣତଃ ଶୁକ୍ରବାର ନମାଜ ସମୟରେ ଲୋକଙ୍କ ପ୍ରବଳ ଭିଡ ଜମିଥାଏ। ତେବେ ଏ ପର୍ଯ୍ୟନ୍ତ କୌଣସି ଆତଙ୍କବାଦୀ ସଂଗଠନ ଆକ୍ରମଣ ପାଇଁ ନିଜକୁ ଦାୟୀ କରି ନାହାନ୍ତି।

   Related Posts