oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଝାରପଡା ଜେଲ୍‌ରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ

22/01/2020 at 11:37 AM

ଭୁବନେଶ୍ବର ୨୨।୦୧ : ଝାରପଡା ଜେଲରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ । ଅର୍ଥତତ୍ତ୍ବ ଚିଟ୍‌ପଣ୍ଡ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଦୀପ ସେଠୀ । ଜେଲରେ ଥିବା ଟଏଲେଟ ଭିତରେ ବେକରେ ଇନ୍‌ଭର୍ଟର ତାର ଗୁଡ଼ାଇ ପ୍ରଦୀପଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି | ଗୁରୁତର ଅବସ୍ଥାରେ ପ୍ରଦୀପଙ୍କୁ ଉଦ୍ଧାର କରାଯାଇ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ, ପରେ କଟକ SCB ମେଡିକାଲରକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ପୂର୍ବରୁ ମଧ୍ୟ ଏପରି ଭାବରେ ପ୍ରଦୀପ ସେଠୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ ।

ଚିଟଫଣ୍ଡ ଠକେଇ ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇ ସଜ୍ଜା କାଟୁଛନ୍ତି ପ୍ରଦୀପ । ଦୋଷୀ ସାବ୍ୟସ୍ତ ହେବା ପରେ ସେ ମାନସିକ ଭାବେ ଭାଙ୍ଗିପଡିଛନ୍ତି । ବେଶ କିଛିଦିନ ହେଲା ସେ ଚିନ୍ତାରେ ରହୁଥିଲେ । ଏଟି ଚିଟଫଣ୍ଡ ଠକେଇ ମାମଲାରେ୨୦୧୩ରୁ ଗିରଫ ହୋଇ ଝାରପଡା ଜେଲରେ ଅଛନ୍ତି ପ୍ରଦୀପ ସେଠୀ । ହଜାର ହଜାର ଜମାକାରୀଙ୍କୁ ଠାରୁ ଶହ ଶହ କୋଟି ଟଙ୍କା ଠକି ପ୍ରଦୀପ ସେଠୀ ଜେଲରେ ଜେଲରେ ଅଛନ୍ତି ।

   Related Posts