previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ସମ୍ମମ୍‌କୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ସମ୍ମାନ ପ୍ରଦାନ, ଡାକ୍ତର ଶ୍ରୀକାନ୍ତ କୁମାର ଧରଙ୍କୁ ମିଳିଲା “ଆଉଟଷ୍ଟାଣ୍ଡିଙ୍ଗ ମେଡିକାଲ୍ ପ୍ରଫେସ୍‌ନାଲ୍ ଇନ୍ ମେଡିସିନ୍‌” ସମ୍ମାନ

5/07/2022 at 5:53 PM

ଭୁବନେଶ୍ୱର, ୫/୦୭: ୱାନ୍‌-ଷ୍ଟପ୍‌, ନେକ୍ସଟ ଜେନେରେସନ୍ ମଲ୍ଟିସ୍ପେଶିଆଲଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାରକୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି । ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍ ଜୁନିୟର ଡକ୍ଟର୍ସ ନେଟୱର୍କ ଓଡ଼ିଶା ପକ୍ଷରୁ ସମ୍ମମ୍‌କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।
ରବିବାର ଆଇସିଏମ୍‌ଆର୍‌-ରିଜିଓନାଲ୍ ମେଡିକାଲ୍ ରିସର୍ଚ୍ଚ ସେଂଟର୍ ଠାରେ ଆୟୋଜିତ “ୟୁଥ୍ ହେଲ୍‌ଥ ଆଇକନ୍ ୱିନର-୨୦୨୨” କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହି ଅବସରରେ ସମ୍ମମ୍‌ର ଜେନେରାଲ୍ ମେଡିସିନ୍ ବିଭାଗର ସିନିୟର୍ କନ୍‌ସଲ୍‌ଟାଂଟ ପ୍ରଫେସର (ଡାକ୍ତର) ଶ୍ରୀକାନ୍ତ କୁମାର ଧରଙ୍କୁ ମଧ୍ୟ “ଆଉଟଷ୍ଟାଣ୍ଡିଙ୍ଗ ମେଡିକାଲ୍ ପ୍ରଫେସ୍‌ନାଲ୍ ଇନ୍ ମେଡିସିନ୍‌” ସମ୍ମାନରେ ସମ୍ମାନିତ କରାଯାଇଛି ।

   Related Posts