oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି, ଏଣିକି ଏନଡିଏ ପରୀକ୍ଷା ଦେଇପାରିବେ ଝିଅ

18/08/2021 at 12:58 PM

ନୂଆଦିଲ୍ଲୀ ୧୮/୦୮ : ପୁଣି ଦିଆଗଲା ଝିଅମାନଙ୍କୁ ପ୍ରାଧାନ୍ୟ । ଏନଡିଏ (ନ୍ୟାସନାଲ ଡିଫେନ୍ସ ଏକାଡେମୀ)ରେ ବାଳିକାମାନଙ୍କ ଶିକ୍ଷାକୁ ଅନୁମୋଦନ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ । ସେପ୍ଟେମ୍ବରରେ ଏନଡିଏ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ପରେ ଏନଡିଏରେ ଆଡମିଶନ ନିଷ୍ପତ୍ତି ନିଆଯିବ । ଝିଅମାନେ ଏହି ପରୀକ୍ଷାରେ ଭାଗ ନେଇପାରିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମୋକୋର୍ଟ ।

ନ୍ୟାସନାଲ ଡିଫେନ୍ସ ଏକାଡେମୀ ପରୀକ୍ଷାରେ ଝିଅମାନଙ୍କୁ ଏପର୍ଯ୍ୟନ୍ତ ସାମିଲ କରାଯାଇନଥିଲା । ସେମାନଙ୍କ ପାଇଁ ସର୍ବନିମ୍ନ ବୟସ ୨୧ ବର୍ଷ ରଖାଯାଇଛି । ଯେଉଁଠାରେ ପୁଅମାନେ କେବଳ ଦ୍ୱାଦଶ ପରେ NDA ରେ ଯୋଗଦେବାକୁ ଅନୁମତି ପାଇଛନ୍ତି । ମହିଳା ପ୍ରାର୍ଥୀଙ୍କୁ ଏନଡିଏ ପରୀକ୍ଷାରେ ଭାଗ ନେବାକୁ ଅନୁମତିର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଶୁଣାଣି ସମୟରେ କୁହାଯାଇଛି ଯେ ଏହା ଏକ ନୀତିଗତ ନିଷ୍ପତ୍ତି । ଯେଉଁଥିରେ ଜଷ୍ଟିସ ସଞ୍ଜୟ କିଶନ କୌଶଲ ଏବଂ ହ୍ରିକିକେଶ ରୟଙ୍କର ଏକ ବେଞ୍ଚ ଏହି ଶୁଣାଣି କରିଛନ୍ତି । ଆସନ୍ତା ସେପ୍ଟେମ୍ବର ୫ରେ ହେବାକୁ ଥିବା ନ୍ୟାସନାଲ ଡିଫେନ୍ସ ଏକାଡେମୀ (ଏନଡିଏ) ପରୀକ୍ଷାରେ ଝିଅମାନେ ସାମିଲେ ହେବାକୁ ଅନୁମତି ପ୍ରଦାନ କରାଯାଇଛି ।

   Related Posts