vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍
  • ||
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ଆକ୍ରାନ୍ତ

1/09/2020 at 6:48 PM

ଭୁବନେଶ୍ୱର୧/୯: ଭୁବନେଶ୍ବର ଉତ୍ତର ବିଧାୟକ ତଥା ଜିଲ୍ଲା ସଭାପତି ସୁଶାନ୍ତ କୁମାର ରାଉତ କରୋନା ଆକ୍ରାନ୍ତ। ଏହା ପୂର୍ବରୁ ମଧ୍ୟ ଅନ୍ୟ ବିଧାୟକ, ନେତା ଓ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ସେ କରୋନା ଆକ୍ରାନ୍ତ ବୋଲି ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି।

   Related Posts