Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭଦ୍ରକ : ୩ ଦିନ ହେଲା ନିଖୋଜ ଥିଲେ, ନଦୀରୁ ମିଳିଲା ଯୁବକଙ୍କ ମୃତଦେହ
  • ||
  • କେନ୍ଦୁଝର : ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ବିନିକା : ଶେଷ ଦିନରେ ବି ପ୍ରଶ୍ନପତ୍ର ଭାଇରାଲ୍, ପରୀକ୍ଷା ପୂର୍ବରୁ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରିବୁଲିଥିଲା
  • ||
  • ଭୁବନେଶ୍ବର : କୌଣସି ପ୍ରଶ୍ନପତ୍ର ଭାଇରାଲ୍ ହୋଇନି : ଗଣଶିକ୍ଷା ମନ୍ତ୍ରୀ
  • ||
  • ଖଲ୍ଲିକୋଟ : ଅଟୋକୁ ପଛପଟୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଡ୍ରାଇଭରଙ୍କ ସମେତ ୪ ଆହତ
  • ||
  • ଭୁବନେଶ୍ବର : ଆସନ୍ତା ୩ ତାରିଖରୁ ମାଟ୍ରିକ୍ ଖାତା ଦେଖା, ଅପ୍ରେଲ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ
  • ||
  • ଭୁବନେଶ୍ୱର: ସରିଗଲା ମାଟ୍ରିକ୍ ପରୀକ୍ଷା, ଶେଷ ଦିନରେ ସବଜେକ୍ଟ୍ ଥିଲା ମ୍ୟାଥମାଟିକ୍ସ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ର ପ୍ରଭାବ, ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା
  • ||

ସୁଶାନ୍ତ ମହାନ୍ତି ନୂଆ ସୂଚନା କମିଶନର ନିଯୁକ୍ତ, ପ୍ରକାଶ ପାଇଲା ବିଜ୍ଞପ୍ତି

9/02/2023 at 7:20 PM

ଭୁବନେଶ୍ଵର: ସୁଶାନ୍ତ ମହାନ୍ତି ହେଲେ ରାଜ୍ୟ ନୂତନ ସୂଚନା କମିଶନର। ଗୁରୁବାର ରାଜ୍ୟ ସରକାର ନୂଆ ସୂଚନା କମିଶନର ଭାବେ ସୁଶାନ୍ତ ମହାନ୍ତିଙ୍କୁ ନିଯୁକ୍ତ କରିଛନ୍ତି। ରାଜ୍ୟପାଳଙ୍କ ଅନୁମୋଦନକ୍ରମେ ଏ ନେଇ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁଶାନ୍ତ ପୂର୍ବରୁ ଦୈନିକ ଖବରକାଗଜ ସମାଜର କାର୍ଯ୍ୟକାରୀ ସଂପାଦକ ଥିଲେ। ସେ ଦୀର୍ଘ ସମୟ ସମାଜରେ କାର୍ଯ୍ୟରତ ଥିଲେ। ଏହା ସହ ଓଡିଶା ସ୍ପୋର୍ଟ୍ସ ଜର୍ଣ୍ଣାଲିଷ୍ଟ ଆସୋସିଏସନର ସଦସ୍ୟ ଅଛନ୍ତି।

   Related Posts