LIVE TV

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସୀ କେଳେଙ୍କାରୀ ମାମଲା : ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରର ଜାମିନ ଆବେଦନ ଖାରଜ

NEWS7
taladanda-bridge-construction-to-ease-traffic-in-ranihat

କଟକ ୧୦: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସୀ କେଳେଙ୍କାରୀ ମାମଲା ହାଇକୋର୍ଟରେ ଶୁଣାଣି ହୋଇଛି ।  ହାଇକୋର୍ଟରେ ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରର ଜାମିନ ଆବେଦନ ଖାରଜ ହୋଇଛି ଅନ୍ୟ ଅଭିଯୁକ୍ତ ସୁଶାନ୍ତ ସାମଲର ମଧ୍ୟ ଜାମିନ ଆବେଦନ ଖାରଜ ହୋଇଛି । ଏହି ମାମଲାରେ ହାଇକୋର୍ଟରେ ଉଭୟ ଜାମିନ ଆବେଦନ କରିଥିଲେ ।