ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ନିଶାସକ୍ତ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ପରିବାରର ୪ଜଣଙ୍କୁ କଟୁରୀରେ ହାଣିଲା

5/03/2023 at 7:31 AM

ଟାଙ୍ଗୀ ୦୫।୦୩: କଟକ ଟାଙ୍ଗୀ ଥାନା କହ୍ନେଇପୁର ପଞ୍ଚାୟତ ଗୁଆଳିଡ଼ିହ ଗାଁରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତ କାଣ୍ଡ। ନିଜର ବାପା ଓ ଖୁଡ଼ିଙ୍କ ସମେତ ୪ଜଣଙ୍କୁ କଟୁରୀରେ ହାଣିଲା ଦୁର୍ବୃତ୍ତ। ସୁରେଶ ମହାନ୍ତି ନାମଙ୍କ ଯୁବକ ନିଜ ଖୁଡ଼ିର ଡାହାଣ ହାତକୁ ହାଣି ଛିଣ୍ଡାଇ ଦେଇଛି।

ଖବର ଅନୁଯାୟୀ, ଗାଁର ଶରତ ମହାନ୍ତିଙ୍କ ପୁଅ ସୁରେଶ କୌଣସି କାମଧନ୍ଦା କରେ ନାହିଁ। ଅଧିକାଂଶ ସମୟ ନିଶା ଖାଇ ନିଶାରେ ବୁଡ଼ିରହି ଅନେକ ସମୟରେ ବିଶୃଙ୍ଖଳା ସୃଷ୍ଟି କରେ। ତେବେ ଶନିବାର ତାଙ୍କର ଖୁଡି ସମେତ ବାପା ଓ ଆଉ ଦୁଇଜଣ ପଡୋଶୀଙ୍କୁ ହାଣି କ୍ଷତାକ୍ତ କରିଛି। ଆହତ ମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ କଟକ ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି କାଣ୍ଡ ଭିଆଇବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୋଲିସ ଉକ୍ତ ଯୁବକକୁ ଧରିବାକୁ ତନାଘନା ଚଳାଇଛି।

   Related Posts