Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଆବାସ ଯୋଜନା ନେଇ କେନ୍ଦ୍ର ଉପରେ ବର୍ଷିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି

15/07/2022 at 3:54 PM

ଭୁବନେଶ୍ବର ୧୫।୭: ଶୂନ୍ୟକାଳରେ ଉଠିଲା ପ୍ରଧାନମନ୍ତ୍ରୀ ଆବାସ ପ୍ରସଙ୍ଗରେ କେନ୍ଦ୍ର ଅବହେଳା କଥା । କାହିଁକି ଏଯାଏଁ ୧୨ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମିଳିନାହିଁ । ବିଜେଡି ସାଂସଦମାନେ ଏନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଥିଲେ । ହେଲେ କୌଣସି ସୁଫଳ ମିଳିନାହିଁ । ବିଧାନସଭାର ସମସ୍ତ ବିଧାୟକ ଏକ ହୋଇ କେନ୍ଦ୍ର ନିକଟରେ ଦାବି କରନ୍ତୁ । ଆବାସ ଯୋଜନା ନେଇ କେନ୍ଦ୍ର ଉପରେ ବର୍ଷିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ।

   Related Posts