oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ସ୍କୁଲରୁ ଫେରୁଥିବା ବେଳେ ସାଇଡ୍‌ ମାରିଲା ଗାଡ଼ି, ଦୁର୍ଘଟଣାରେ ଶିକ୍ଷକ ମୃତ

8/04/2022 at 3:45 PM

ଆନନ୍ଦପୁର, ୦୮/୦୪: ବାଇକ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ । ଆନନ୍ଦପୁର ଉପଖଣ୍ଡ ଜାତୀୟ ରାଜପଥ ୨୦ ହସନପୁର ଛକ ନିକଟରେ ଗାଡି ସାଇଡ ମାରିଦେବାରୁ ନିୟନ୍ତ୍ରଣ ହରାଇ  ଶିକ୍ଷକ ବିନାୟକ ଚକ୍ରଙ୍କର ଦୁର୍ଘଟଣା ହୋଇଥିଲା । ତାଙ୍କ ଘର କାନପୁର ଗାଁର ହୋଇଥିବା ବେଳେ ଶାଳପଡାରେ ସେ ଘରଭଡା ନେଇ ରହୁଥିଲେ ।

ଗଁପୁର ପ୍ରାଥମିକ ବିଦ୍ୟାଳୟରେ ବିନାୟକ ଶିକ୍ଷକତା କରୁଥିବା ବେଳେ ସ୍କୁଲରୁ ଘରକୁ ଆସୁଥିବା ସମୟରେ ଏହି ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ରାମଚନ୍ଦ୍ରପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts