AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ:୨୪ ଘଣ୍ଟାରେ ଦୁଇ ଦୁଇ ଥର ଚଢାଉ, ଦେଢ଼ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||
  • ଝାରସୁଗୁଡା: ନବଦାସ ହତ୍ୟା ଘଟଣା, ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ
  • ||
  • ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ-ରାଜ୍ୟ ସରକାରଙ୍କ ଆଲୋଚନା ସଫଳ, ପୂଜା ପୂର୍ବରୁ ମିଳିବ ଖୁସିର ଖବର

12/09/2022 at 12:17 PM

ଭୁବନେଶ୍ୱର ୧୨।୦୯ : ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ଓ ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ । ପୂଜା ପୂର୍ବରୁ ମିଳିବ ଖୁସି ଖବର । ୧୫ ଦିନ ଭିତରେ ସରକାର ସଂଘର ଥିବା ସମସ୍ୟାର କରିବେ ସମାଧାନ । ଉପକୃତ ହେବେ ୪୨ଟି ବିଭାଗର ୭୦ ହଜାର ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ । ଦାବି ପୂରଣ ନହେଲେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ସଂଘ କହିଛି ।

ଖବର ଅନୁଯାୟୀ, ରବିବାରଠୁ ଭୁବନେଶ୍ୱର ଲୋୟର ପିଏମଜିରେ ଆନ୍ଦୋଳନ ଚାଲିଛି । ବିଭିନ୍ନ ଦାବିରେ ପ୍ରବଳବର୍ଷା ସତ୍ବେ ଲୋୟର ପିଏମଜିରେ ଆନ୍ଦୋଳନ ଜାରି ରଖିଥିଲେ କରିଥିଲେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ।ଆଉ ଏବେ ସଂଘ ସହିତ ରାଜ୍ୟ ସରକାର ଆଲୋଚନା କରିଛନ୍ତି । ଏହି ଆଲୋଚନା ସଫଳ ହୋଇଛି ବୋଲି ସୂଚନା ମିଳିଛି ।

   Related Posts