Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଛାତ୍ରଛାତ୍ରୀଙ୍କୁ ଯୋଗାଉଥିଲେ କପି, ଚାକିରୀରୁ ହେଲେ ବିଦା

10/03/2023 at 12:35 PM

ବ୍ରହ୍ମଗିରି ୧୦।୩: ପରୀକ୍ଷା ହଲରୁ ଶିକ୍ଷୟିତ୍ରୀ ନିଲମ୍ବିତ ହୋଇଛନ୍ତି । ବ୍ରହ୍ମଗିରି ବ୍ଲକ୍ ମଦନମୋହନ ହାଇସ୍କୁଲର ଶିକ୍ଷୟିତ୍ରୀ ନିଲମ୍ବିତ ହୋଇଛନ୍ତ । ଶିକ୍ଷୟିତ୍ରୀ ସ୍ମୃତିପ୍ରଜ୍ଞା ଗିରିଙ୍କୁ ଚାକିରୀରୁ ଜିଲ୍ଲା ଶିକ୍ଷା ଅଧିକାରୀ ନିଲମ୍ବିତ କରିଛନ୍ତି । ତେବେ ମାଟ୍ରିକ୍ ପରୀକ୍ଷା ଚାଲୁଥିବା ବେଳେ ପରୀକ୍ଷା ହଲ୍‌ରେ ଛାତ୍ରଛାତ୍ରୀଙ୍କୁ କପି ଯୋଗାଉଥିବା ଅଭିଯୋଗ ଆସିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

   Related Posts