ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ

7/02/2023 at 12:08 PM

ଭୁବନେଶ୍ୱର ୦୭/୦୨: ଜଙ୍ଗଲରେ ଲାଗୁଛି ନିଆଁ । ଏପଟେ ଫେବୃୟାରୀ ମାସରୁ ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ କହିଛନ୍ତି । ରାଜ୍ୟରେ ପଶ୍ଚିମ ଝଡ଼ ପ୍ରଭାବ ବିଶେଷ ନଥିବାରୁ ନଭେମ୍ବରରୁ ବର୍ଷା ହୋଇ ନାହିଁ ।

ଶୀତ ଦିନିଆ ବର୍ଷା ନଥିବାରୁ ଏହାର ପ୍ରଭାବ ତାପମାତ୍ର ଉପରେ ପଡ଼ିଛି । ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ନିଆଁ ଲାଗୁଛି । ଏହା ସହ ଜଳବାୟୁରେ ଆଦ୍ରତା କମ ଥିବାରୁ ଦିନ ତାପମାତ୍ରା ବୃଦ୍ଧି ସହ ରାତିରେ ମଧ୍ୟ କିଛି ସ୍ଥାନରେ ତାପମାତ୍ରା କମ ରହିଛି । ଯାହା ପ୍ରଭାବରେ କିଛି ସ୍ଥାନରେ ଶୀତ ଅନୁଭୂତି ହେଉଚି ।

ହେଲେ ଚଳିତ ବର୍ଷ ଏଲ୍ ନିନୋର ପ୍ରଭାବ ମଧ୍ୟ ପଡ଼ିବାର ସମ୍ଭାବନା ରହିଛି । ଗତ ୩ ବର୍ଷ ହେଲା ଲା ଲିନା ଥିବାରୁ ଏ ବର୍ଷ ଏଲ ନିନୋ ପ୍ରଭାବ ପଡିବାର ସମ୍ଭାବନା ରହିଚି। ଏହା ହେଲେ ଚଳିତ ବର୍ଷ ତାପ ମାତ୍ର ଅଧିକ ରହିବା ସହ ମୌସୁମୀରେ ବର୍ଷାର ମାତ୍ର ମଧ୍ୟ କମିବା ର ସମ୍ଭାବନା ରହିଛି ।

   Related Posts