vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ମନ୍ଦିର ଉଚ୍ଛେଦକୁ ବିରୋଧ

13/06/2018 at 5:38 AM

ମନ୍ଦିର ଉଚ୍ଛେଦକୁ ବିରୋଧ | ବ୍ରହ୍ମପୁର ରାମଲିଙ୍ଗେଶ୍ୱର ହନୁମାନ ମନ୍ଦିରକୁ ବିଏମସି ପକ୍ଷରୁ ଉଚ୍ଛେଦ କରାଯାଉଛି | ତେବେ ମନ୍ଦିର ଭଙ୍ଗା ଯିବାକୁ ବିଜେପି ଓ ବଜରଙ୍ଗ ଦଳ କର୍ମୀମାନେ ବିରୋଧ କରିଛନ୍ତି | ଗତରାତିରୁ ମନ୍ଦିର ସମ୍ମୁଖରେ ଧାରଣାରେ ବସିଛନ୍ତି | ୧୦ ଜଣକୁ ଅଟକ ରଖିଛି ପୋଲିସ | ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି | ଘଟଣାସ୍ଥଳରେ ୫ ପ୍ଲାଟୁନ ଫୋର୍ସ ମୃତୟନ ଅଛନ୍ତି |

   Related Posts