Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୁର୍ତ୍ତ

20/01/2019 at 12:01 PM

ଖୋର୍ଦ୍ଧା ୨୦/୧: ମନ୍ଦିରରୁ କଳାକନା ବୁଲାଇ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜଟଣୀ ଥାନା ଅନ୍ତର୍ଗତ ପାତ୍ରପଡା ସ୍ଥିତ ମଦନମୋହନ ମନ୍ଦିରରୁ ଚୋରି ହୋଇଛି । ଘଟଣା ସ୍ଥଳରେ ଜଟଣୀ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

   Related Posts