ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୁର୍ତ୍ତ
20/01/2019 at 12:01 PM

ଖୋର୍ଦ୍ଧା ୨୦/୧: ମନ୍ଦିରରୁ କଳାକନା ବୁଲାଇ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜଟଣୀ ଥାନା ଅନ୍ତର୍ଗତ ପାତ୍ରପଡା ସ୍ଥିତ ମଦନମୋହନ ମନ୍ଦିରରୁ ଚୋରି ହୋଇଛି । ଘଟଣା ସ୍ଥଳରେ ଜଟଣୀ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023