AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ଭାଲୁ ଆକ୍ରମଣରେ ୧୦ ଆହତ; ୬ ଜଣ ମେଡ଼ିକାଲ୍‌ରେ ଭର୍ତ୍ତି

25/01/2023 at 6:36 PM

କେନ୍ଦୁଝର ୨୫/୦୧ କେନ୍ଦୁଝର ଚମ୍ପୁଆ ରେଞ୍ଜର ବାଲିବନ୍ଧ ବିଟ ଅଞ୍ଚଳର ତିନୋଟି ଗାଁରେ ଭାଲୁ ଆକ୍ରମଣ। ଏହି ଭାଲୁ ଆକ୍ରମଣ ଫଳରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସେମନଙ୍କ ମଧ୍ୟରୁ ୬ ଜଣଙ୍କୁ ଏବେ ଝୁମ୍ପୁରା ଚିକିତ୍ସାଳୟରେ ଭର୍ତି କରାଯାଇଥିବା ବେଳେ ଅନ୍ୟ ୪ ଜଣଙ୍କୁ ପ୍ରାଥମିକ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି।

   Related Posts