ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ରାସ୍ତାକାମକୁ ନେଇ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର

20/11/2022 at 1:09 PM

ଢେଙ୍କାନାଳ ୨୦।୧୧: ରାସ୍ତା କାମକୁ ନେଇ ଗୋଷ୍ଠୀ ସଂଘର୍ଷ । ଯେଉଁଥିରେ ୩ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଭଙ୍ଗାମାଳ ଗାଁରୁ ଏଭଳି ଉତ୍ତେଜନା ଦେଖିବାକୁ ମିଳିଛି ।

ଖବର ଅନୁଯାୟୀ, ଭଙ୍ଗାମାଳ ଗାଁରେ ରାସ୍ତାକାମକୁ ଉତ୍ତେଜନା ଲାଗିଥିଲା । ଉଭୟ ପକ୍ଷର ଲୋକେ ଖଣ୍ଡା ଓ ଫାର୍ସାରେ ଆକ୍ରମଣ କରିଥିଲେ । ଯାହାଫଳରେ ମୋଟ ୩ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

ତେବେ ଗୁରୁତର ଥିବା ବ୍ୟକ୍ତିମାନେ ହେଲେ ଭଙ୍ଗାମାଲର ଗାଁର ପ୍ରତାପ ରାଉତ, ପ୍ରଶାନ୍ତ ରାଉତ ଏବଂ କମନିଙ୍ଗ ଗାଁର ଶେଷଦବ ରାଉତ୍‌ ବୋଲି ଜଣାପଡିଛି ।

   Related Posts