Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ଅପରାହ୍ନ ୪.୩୦ରେ ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

19/04/2020 at 1:53 PM

ଭୁବନେଶ୍ୱର ୧୯।୦୪: ରାଜ୍ୟବାସୀଙ୍କୁ ପୁଣି ଥରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଆଜି ଅପରାହ୍ନ ସାଢେ ୪ଟାରେ ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ମାଧ୍ୟମରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ଓ ରାଜ୍ୟ ବାହାରେ ରହୁଥିବା ଓଡିଆଙ୍କ ପାଇଁ ଦେବେ ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେବେ । ତେବେ ପ୍ରବାସୀ ଓଡିଆମାନଙ୍କ ପାଇଁ କିଛି ବଡ ଘୋଷଣା କରିବାର ସୂଚନା ରହିଛି । ଲକ୍‌ଡାଉନ୍‌ ଯୋଗୁଁ ଦୀର୍ଘ ଦିନ ହେଲା ବାହାର ରାଜ୍ୟରେ ଫସିରହିଛନ୍ତି ପ୍ରବାସୀ ଓଡିଆ । ସେହିପରି ଆସନ୍ତାକାଲି ଠାରୁ ରାଜ୍ୟର କିଛି ସ୍ଥାନରେ ନିୟମ କୋହଳ କରିବା ନେଇ ମଧ୍ୟ ଘୋଷଣା କରିବାର ଅନୁମାନ କରାଯାଉଛି ।

   Related Posts