AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ଆସନ୍ତାକାଲି ଝାରସୁଗୁଡା ଗସ୍ତ କରିବେ ଉନ୍ନୟନ କମିଶନର ଏବଂ ୫-ଟି ସଚିବ

30/04/2020 at 10:07 PM

ଝାରସୁଗୁଡା୩୦/୪: ଆସନ୍ତାକାଲି ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ ପାଣ୍ଡିଆନ ଝାରସୁଗୁଡା ଗସ୍ତ କରିବେ। କୋଭିଡ଼-୧୯ ସ୍ଥିତିକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କରିବେ ସମୀକ୍ଷା । ମେ ୧ ତାରିଖ ସକାଳ ୯ଟା ୨୦ ମିନିଟରେ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ହେଲିକ୍ୟାପ୍ଟରରେ ଝାରସୁଗୁଡାରେ ପହଞ୍ଚି ଜିଲ୍ଲାପାଳଙ୍କ ଅଫିସରେ ଉଚ୍ଚସ୍ତରୀୟ ଅଧିକାରୀଙ୍କ ସହ ଜିଲ୍ଲାର କରୋନା ସ୍ଥିତିର ସମୀକ୍ଷା କରି ପୁଣି ସୁନ୍ଦରଗଡ ଗସ୍ତ କରିବେ।

   Related Posts