Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ସରକାରୀ କ୍ୱାର୍ଟରରୁ ଦିବ୍ୟାଙ୍ଗ ଯୁବତୀଙ୍କୁ ଉଦ୍ଧାର କଲା ପୋଲିସ

6/03/2023 at 7:20 PM

ଭୁବନେଶ୍ୱର ୦୬/୦୩: ରାଜମହଲ ଛକ ପାଖ ସରକାରୀ କ୍ୱାର୍ଟରରେ ହାଇଡ୍ରାମା। ପୁରୀରୁ ନିଖୋଜ ହୋଇଥିବା ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ପୋଲିସ ସେଠାରୁ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଯୁବତୀ କଥା କହିବାକୁ ଅକ୍ଷମ। ସମ୍ପୃକ୍ତ କ୍ୱାର୍ଟରରେ ଜଣେ ଦମ୍ପତିଙ୍କ ସହ ଜଣେ ଯୁବକ ଓ ଯୁବତୀ ଥିଲେ। ଅନ୍ୟପଟେ ଯୁବତୀ ଜଣଙ୍କ ନିଖୋଜ ଥିଲେ ବୋଲି ପୁରୀ ସଦର ଥାନାରେ ତାଙ୍କ ଭାଇ ଏତଲା ଦେଇଥିଲେ।

ଏହି ଖବର ପାଇ ପୁରୀ ସଦର ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଯୁବତୀଙ୍କୁ ଉଦ୍ଧାର କରିଛି। ଅନ୍ୟପଟେ ଯୁବତୀ ଯେଉଁ ଦମ୍ପତ୍ତିଙ୍କ ସହ ଥିଲେ ସେମାନେ ମଧ୍ୟ ମୂକ। ପୋଲି ଏନେଇ ଅଧିକ ଖୋଲତାଡ଼ ଜାରି ରଖିଛି।

   Related Posts