oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ପୁରୀରେ ଭୁଷୁଡ଼ିଲା ନିର୍ମାଣଧୀନ ଛାତ; ଫସି ରହିଛନ୍ତି ଶ୍ରମିକ

20/07/2022 at 7:32 PM

ପୁରୀ ୨୦/୦୭:  ପୁରୀ ମଶାଣୀ ଚଣ୍ଡୀ ଛକ ପାଖରେ ଏକ ଅଘଟଣ ଘଟିଛି। ନିର୍ମାଣଧୀନ ଅବସ୍ଥାରେ ଥିବା ଏକ ଛାତ ଭୁଷୁଡ଼ି ପଡ଼ିଛି। ଭୁଷୁଡ଼ିଥିବା ଛାତ ତଳେ କିଛି ଶ୍ରମିକ ଫସି ରହିଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା ସ୍ଥଳରୁ ବର୍ତ୍ତମାନ ସୁଦ୍ଧା ୫ ଜଣ ଆହତ ଶ୍ରମିକ ଉଦ୍ଧାର ହୋଇଛନ୍ତି। ଉଦ୍ଧାର ଶ୍ରମିକଙ୍କୁ ଚିକିତ୍ସାପାଇଁ ଆମ୍ୱୁଲାନ୍ସରେ ଡାକ୍ତରଖାନାକୁ ପଠାଯାଇଛି।

   Related Posts