AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ରାଜ୍ୟ କ୍ୟାବିନେଟ୍ ବୈଠକରେ ୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର

2/03/2020 at 10:32 PM

ଭୁବନେଶ୍ବର୨/୩: ରାଜ୍ୟ କ୍ୟାବିନେଟ୍ ବୈଠକରେ ୮ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ପଞ୍ଚାୟତି ରାଜ, ପାନୀୟ ଜଳ ଓ  ଅନ୍ୟ ୨ ବିଭାଗର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକୁ କ୍ୟାବିନେଟ୍ ସ୍ବୀକୃତି ମିଳିଛି । ଜଳ ସଂପଦ ବିଭାଗର ୫ ଟି ପ୍ରସ୍ତାବ, ପଞ୍ଚାୟତିରାଜ ବିଭାଗର ଗୋଟିଏ ଏବଂ ଅର୍ଥ ବିଭାଗର ଗୋଟିଏ ପ୍ରସ୍ତାବ ଉପରେ ମୋହର ବାଜିଛି ।  

   Related Posts