ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଶାବର ଶ୍ରୀକ୍ଷେତ୍ରରେ ସୁନାବେଶରେ ଚମକିଲେ ତିନି ଠାକୁର

10/07/2022 at 8:29 PM

କୋରାପୁଟ ୧୦/୦୭: ଶାବର ଶ୍ରୀକ୍ଷେତ୍ର ବଡ଼ଦାଣ୍ଡରେ ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ। ମହଣ ମହଣ ସୁନା ଅଳଙ୍କାରରେ ସୁସଜ୍ଜିତ ହୋଇଛନ୍ତି ଦାରୁବ୍ରହ୍ମ। ଦିବ୍ୟ ବେଶ ଦେଖିବାକୁ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼।

ନିର୍ଘଣ୍ଟରେ ଠାକୁରଙ୍କ ସୁନାବେଶ ଆରମ୍ଭ ହୋଇଥିବା ବେଳେ ଝିପିଝିପି ବର୍ଷାରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଏହି ଦିବ୍ୟ ସୁନାବେଶ ଦେଖିବାପାଇଁ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି।

ସୁନାବେଶ ଉପଲକ୍ଷେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।ସନ୍ଧ୍ୟା ଆଳତି ପରେ ରଥ ଉପରେ ଅଧରପଣା ନୀତି ଅନୁଷ୍ଠିତ ହେବା ନେଇ ମନ୍ଦିର ପ୍ରଶାସନ ସୂଚନା ଦେଇଛି ।

   Related Posts