oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

କେନ୍ଦ୍ର କ୍ୟାବିନେଟ୍ ନିଷ୍ପତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ: ଉଜ୍ଜଳା ଯୋଜନାରେ ମାଗଣା ଗ୍ୟାସ ଦେବା ଅବଧି ବୃଦ୍ଧି

8/07/2020 at 10:20 PM

ଭୁବନେଶ୍ୱର୮/୭: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ବୁଧବାର ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଅଧୀନରେ ମାଗଣା ଏଲପିଜି ସିଲିଣ୍ଡର ଯୋଗାଇବା ସମୟ ସୀମାକୁ ଆହୁରି ୩ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ନିଷ୍ପତି ଦେଶର ଗରିବ ମାଆ ଓ ଭଉଣୀମାନଙ୍କୁ ଲାଭ ଦେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି କେନ୍ଦ୍ର କ୍ୟାବିନେଟ୍ ଦ୍ୱାରା ନିଆଯାଇଥିବା ମହତ୍ୱପୂର୍ଣ୍ଣ ନିଷ୍ପତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଶ୍ରୀ ପ୍ରଧାନ । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଭାରତର କରୋନା ବିରୋଧୀ ମୁକାବିଲାରେ ଗୋଟିଏ ମହତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଉଭା ହୋଇଛି । ଆଜି କେନ୍ଦ୍ର କ୍ୟାବିନେଟର ନିଷ୍ପତି ଦେଶର ସାଧାରଣ ଲୋକଙ୍କୁ ଲାଭ ଦେବ ଏବଂ ଗରିବ, ଅସହାୟ ଏବଂ ଅସୁରକ୍ଷିତ ଲୋକଙ୍କୁ କୋରନାର ଆର୍ଥିକ ଆହ୍ୱାନକୁ ଦୂର କରିବାରେ ସହାୟକ ହେବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସକୁ ମୂଳ ମନ୍ତ୍ର କରି ପଦକ୍ଷେପ ନେଉଛନ୍ତି ଏବଂ କେନ୍ଦ୍ର କ୍ୟାବିନେଟ୍ ଦ୍ୱାରା ନିଆଯାଇଥିବା ନିଷ୍ପତି ସମାଜର ସମସ୍ତ ବର୍ଗ ବିଶେଷ ଭାବରେ ଗରିବ ଲୋକଙ୍କ କଲ୍ୟାଣ ଏବଂ ସମାଜର ସର୍ବତ୍ର ବିକାଶକୁ ନିଶ୍ଚିତ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ସେ କହିଛନ୍ତି ଆସନ୍ତା ନଭେମ୍ବର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବୃଦ୍ଧି କରାଯିବା ନିଷ୍ପତି ମୋଦି ସରକାରଙ୍କ ଦୁଃଖ ସମୟରେ ଆର୍ଥିକ ଦୁର୍ବଳ ଶ୍ରେଣୀର।

   Related Posts