ପ୍ରକାଶ ପାଇଲା OTET ୨୦୨୫ ରେଜଲ୍ଟ, ୧୬୦୪୨୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୬୦୪୧ ଉତ୍ତୀର୍ଣ୍ଣ

NEWS7
the-world-population-increased-more-than-three-times-between-1950-to-2022

କଟକ ୧୨।୦୨ : ପ୍ରକାଶ ପାଇଲା ଓଟିଇଟି ୨୦୨୫ର ରେଜଲ୍ଟ। ୨୦୨୫ ଡିସେମ୍ବର ୧୭ ତାରିଖରେ ହୋଇଥିଲା ପରୀକ୍ଷା। ଚଳିତ ବର୍ଷ ମୋଟ ପାସ ହାର ରହିଛି ୬୮.୯୭ ପ୍ରତିଶତ । ପେପର ୧ ରେ ୭୧.୧୬ ଓ ପେପର ୨ ରେ ୬୮.୦୬ ପାସ ହାର ରହିଛି। ମୋଟ ୧୬୦୪୨୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୬୦୪୧ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅପରାହ୍ନ ୪ଟାରୁ ରେଜଲ୍ଟ ବୋର୍ଡ ୱେବସାଇଟ www.bscodisha.ac.in ରେ ଉପଲବ୍ଧ ହେବ ।