ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

୩ ଗଞ୍ଜେଇ ଚାଲାଣକାରୀ ଗିରଫ, ୧୪୩ କିଲୋ ଗଞ୍ଜେଇ ଜବତ

23/12/2020 at 5:26 PM

ଜୟପୁର ୨୩।୧୨: ଗିରଫ ହେଲେ ଗଞ୍ଜେଇ ଚୋରା ଚାଲାଣକାରୀ । ଜୟପୁର ଟାଉନ୍ ଥାନା ପୋଲିସ ୩ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି । ଏକ କାର୍ ରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ପୋଲିସ ଚଢାଉ କରିଥିଲା । ଚଢାଉ ବେଳେ ୧୪୩ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ଅଭିଯୁକ୍ତମାନଙ୍କ ନିକଟରୁ ଗୋଟିଏ ଲାପଟପ୍, ୩ଟି ମୋବାଇଲ ଏବଂ ୧ ହଜାର ୯ ଶହ ଟଙ୍କା ଜବତ କରିଛି ପୋଲିସ ।  

   Related Posts