ଘର କାମ ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ ୫ ଶ୍ରମିକ, ୩ ଗୁରୁତର

ଭୋଗରାଇ ୧୨।୬: ଘର ପକ୍କା କାମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ । ଫଳରେ ୩ ଜଣ ଗୁରୁତର ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ବାଲିଆପାଳ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ବାଲିଆପାଳ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ବାବୁ ସେଠୀଙ୍କ ଘରେ ନିମଟାଲ କାମ ପାଇଁ ଲୁହା ରଡ଼ ଉଠାଉଥିବା  ବେଳେ ଘର ପାଖ ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ … Continue reading ଘର କାମ ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ ୫ ଶ୍ରମିକ, ୩ ଗୁରୁତର