ନୟାଗଡ଼ ୧୩।୪: ବାଣ ତିଆରି ବେଳେ ଅଘଟଣ । ଭୟଙ୍କର ବାଣ ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଫଳରେ ୩ ଜଣ ଗୁରୁତର ହୋଇଛନ୍ତି । ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ କୃଷ୍ଣପଲୀ ଗାଁରେ ଏଭଳି ବିସ୍ଫୋରଣ ଘଟିଛି ।
ସୂଚନାଯୋଗ୍ୟ ଯେ, ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ କୃଷ୍ଣପଲୀ ଗାଁରେ ବାଣ ତିଆରି କରୁଥିବା ବେଳେ ଭୟଙ୍କର ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଫଳରେ ତିନି ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନୟାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।
You Can Read: