ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ତିନି ହରିଣ ଛାଲ ଜବତ; ଜଣେ ଶିକାରୀକୁ ଗିରଫ କଲା ବନ ବିଭାଗ

24/02/2023 at 6:53 PM

ଘଟଗାଁ ୨୪/୦୨: କେନ୍ଦୁଝର ଜିଲ୍ଲା ଘଟଗାଁ ବନାଞ୍ଚଳ ଅନ୍ତର୍ଗତ କାଦବାହାଳି ଗାଁରୁ ୩ଟି ହରିଣ ଛାଲ ଜବତ। ଏହି ଅଭିଯୋଗରେ ଜଣକୁ ଗିରଫ କରିଛି ଘଟଗାଁ ବନବିଭାଗ। ଗିରଫ ଅଭିଯୁକ୍ତ ହେଲେ ଯଦୁମଣି ନାଏକ। ଖବର ଅନୁସାରେ ଜଦୁମଣି ଜଣେ ଅଭ୍ୟାସ ଗତ ଶିକାରୀ।

ସେ ହରିଣ ଶିକାର କରି ଖାଇବା ସହ ଛାଲକୁ ବିକ୍ରି କରିବା ପାଇଁ ରଖିଥିଲା। ଏନେଇ ବନବିଭାଗ ଖବର ପାଇ ଏସିଏଫ ଘନଶ୍ୟାମ ମହାନ୍ତଙ୍କ ନେତୃତ୍ୱରେ ଚଢଉ କରିଥିଲା। ତେବେ ଗିରଫ ଅଭିଯୁକ୍ତକୁ ଶୁକ୍ରବାର କୋର୍ଟ ଚାଲାଣ କରାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

   Related Posts