oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

18/11/2021 at 9:53 AM

ଭୁବନେଶ୍ୱର ୧୮।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୨୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୩୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୫୨୬୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୦୬୪୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts