oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଗଛରେ ପିଟିହେଲା ବାଇକ୍ ; ୩ ମୃତ, ଜଣେ ଗୁରୁତର : ଗୋଟିଏ ବାଇକ୍‌ରେ ଥିଲେ ୪ ଜଣ

6/07/2021 at 10:01 AM

କଳାହାଣ୍ଡି ୬।୭: ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ମୂର୍ଲାପଦର ଗାଁ ନିକଟରେ ଘଟିଛି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅଞ୍ଚଳର ୪ ଜଣ ଗୋଟିଏ ବାଇକରେ ବସି ଝାରବନ୍ଧରୁ ଜୁନାଗଡା ଆସୁଥିବା ବେଳେ ଦୁର୍ଘଟଣା ଘଟିଛି । ତେବେ ଭାରସାମ୍ୟ ହରାଇ ରାସ୍ତାକଡ ଗଛରେ ବାଇକ୍ ପିଟି ହୋଇଥିଲା । ଗୁରୁତର ଅବସ୍ଥାରେ ୪ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ହେଲେ ଜୁନାଗଡ଼ ବ୍ଲକ୍ ଅନ୍ତର୍ଗତ ମେରିଆବନ୍ଧଲି ଗାଁର ଦୁଇ ଭାଇ ପିଣ୍ଟୁ ମାଝୀ ଓ ସଦାନନ୍ଦ ମାଝୀ । ଅନ୍ୟ ଜଣେ ମୃତକ ଚଞ୍ଚରା ଭାଡ଼ି ଗ୍ରାମର ରାଜୁ ବଗର୍ତ୍ତି । ଗୁରୁତର ଜଣଙ୍କ ଝାରବନ୍ଧ ଗାଁର ମୁକେଶ ମାଝୀ । ତାଙ୍କ ଚିକିତ୍ସା ଜାରି ରହିଛି ।

   Related Posts